ଜାଣନ୍ତୁ, କେତେ ରହିଛି ଆପଣଙ୍କ ସହରରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟ
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୩ ଟଙ୍କା ୦୪ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୬୮ ପଇସା ରହିଛି। ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର କେତେ ରହିଛି ଆସନ୍ତୁ ନଜର ପକାଇବା ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୬ ଟଙ୍କା ୭୨ ପଇସା ଓ ଡିଜେଲ…