ଜଲଦି ଚେକ୍ କରନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦର
ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି । ଦେଶର ପ୍ରମୁଖ ସହର ଗୁଡ଼ିକରେ ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ଦର ଲୋକଙ୍କ ଚିନ୍ତା ବଢାଇଛି । କିଛି ସ୍ଥାନରେ ଦର ବୃଦ୍ଧି ପାଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି । ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି…