ତେଲ ପକାଇବା ପୂର୍ବରୁ ଜାଣି ନିଅନ୍ତୁ ଆଜି କେତେ ରହିଛି ପେଟ୍ରୋଲ ଦର
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୧. ୧୧ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨ .୬୯ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି ।
ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୭ ପଇସା ଓ ଡିଜେଲ ଦର ୮୭…