ପେଟ୍ରୋଲ ଓ ଡିଜେଲ ଦରରେ ଆଜି ହୋଇଛି ସାମାନ୍ୟ ପରିବର୍ତ୍ତନ, ଜାଣନ୍ତୁ ତାଜା ଅପଡେଟ୍
ପ୍ରତିଦିନ ଆପଣ ଆମର ଏ ପାଠ୍ୟକ୍ରମରେ ପେଟ୍ରୋଲ ଓ ଡିଜେଲ ଦରର ତାଜା ଅପଡେଟ ପାଇପାରିବେ । ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୦. ୯୩ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୨. ୫୧ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ପେଟ୍ରୋଲ ଓ ଡିଜେଲ ଦର…