ସ୍ଥିର ଅଛି ପେଟ୍ରୋଲ ଓ ଡିଜେଲ ମୂଲ୍ୟ, ଜାଣନ୍ତୁ କେଉଁଠି କେତେ ରହିଛି ଦର
ଦେଶରେ ପେଟ୍ରୋଲ ଓ ଡିଜେଲର ନୂଆ ମୂଲ୍ୟ ଜାରି କରାଯାଇଛି । ପ୍ରମୁଖ ସହର ଗୁଡିକରେ ପେଟ୍ରୋଲ ଓ ଡିଜେଲ ମୂଲ୍ୟରେ ପରିବର୍ତ୍ତନ ହୋଇଛି । କିଛି ସହରରେ ଦାମ ଅପରିବର୍ତ୍ତିତ ରହିଛି । ଭୁବନେଶ୍ବରରେ ପେଟ୍ରୋଲ ଦର ୧୦୧ ଟଙ୍କା ୦୬ ପଇସା ହୋଇଛି । ଡିଜେଲ ଦର ୯୨ ଟଙ୍କା ୪୬ ପଇସାକୁ ହ୍ରାସ ପାଇଛି ।…