ଜାଣନ୍ତୁ ଆଜିର ପେଟ୍ରୋଲ-ଡିଜେଲ ଦରର ତାଜା ଅପଡେଟ
ସ୍ଥିର ରହିଛି ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ସ୍ଥିର ରହି ୯୬ ଟଙ୍କା ୮୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୪ ଟଙ୍କା ୭୮ ପଇସା ରହିଛି।
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ…