ଆସିଲା ପେଟ୍ରୋଲ ଓ ଡିଜେଲର ନୂଆ ଦର, ଭର୍ତ୍ତି କରିବା ପୂର୍ବରୁ ଜାଣନ୍ତୁ ରେଟ୍
ଆଜି ସାରା ଦେଶର ପେଟ୍ରୋଲ ଡିଜେଲର ନୂଆ ମୂଲ୍ୟ ପ୍ରକାଶ ପାଇଛି । କିଛି ସ୍ଥାନରେ ଦର ହ୍ରାସ ପାଇଥିବା ବେଳେ ଆଉ କିଛି ସ୍ଥାନରେ ଦର ସ୍ଥିର ରହିଛି । ଆସନ୍ତୁ ଜାଣିବା କେଉଁ ସହରର କେତେ ରହିଛି ଡିଜେଲ-ପେଟ୍ରୋଲ୍ ମୂଲ୍ୟ ? ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ବୃଦ୍ଧି ପାଇ ୧୦୧. ୯୩ ପଇସା ରହିଥିବା…