କମିଲା ପେଟ୍ରୋଲ ଓ ଡିଜେଲ ଦର, ଜାଣନ୍ତୁ ଆଜି କେତେ ରହିଛି ଭୁବନେଶ୍ବରରେ ଦାମ୍
କମିଲା ପେଟ୍ରୋଲ ଓ ଡିଜେଲ ଦର। ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ୧୦୨ ଟଙ୍କା ୬୬ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ୯୭ ଟଙ୍କା ୪୪ ପଇସା ଅଛି ।
ପେଟ୍ରୋଲ ଏବଂ ଡିଜେଲ ଦାମ୍ ଆପଣ SMS ମାଧ୍ୟମରେ ମଧ୍ୟ ଜାଣିପାରିବେ। ଇଣ୍ଡିଆନ ଅଏଲ ୱେବସାଇଟ ଅନୁଯାୟୀ ଆପଣଙ୍କୁ ଏବଂ ନିଜ…