ଖୁସି ଖବର: ଭୁବନେଶ୍ବରରେ କମିଲା ପେଟ୍ରୋଲ ଦର, ଜାଣନ୍ତୁ ଆଜିର ମୂଲ୍ୟ କେତେ
ଭୁବନେଶ୍ୱରରେ ଆଜି ପେଟ୍ରୋଲ ଦର ହ୍ରାସ ପାଇ ୧୦୦ ଟଙ୍କା ୯୨ ପଇସା ରହିଥିବା ବେଳେ ଡିଜେଲ ଦାମ୍ ପ୍ରତି ଲିଟର ପିଛା ଦୁଇ ୯୨ ଟଙ୍କା ୫୦ ପଇସା ରହିଛି । ସେହିପରି ଦେଶର ପ୍ରମୁଖ ସହରରେ ବି ପେଟ୍ରୋଲ ଓ ଡିଜେଲ ଦର ଅପରିବର୍ତ୍ତିତ ରହିଛି । ଦିଲ୍ଲୀରେ ପେଟ୍ରୋଲ ଲିଟର ପିଛା ୯୪ ଟଙ୍କା ୭୨ ପଇସା ଓ…