ଭୁବନେଶ୍ୱର ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା, କାର୍ଯ୍ୟାନୁଷ୍ଠାନ ରିପୋର୍ଟ ତଲବ କଲେ ଏନ୍ଏଚ୍ଆରସି
ଭୁବନେଶ୍ୱର : ଭୁବନେଶ୍ୱର ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ରାଜ୍ୟ ମୁଖ୍ୟ ଶାସନ ସଚିବ ଓ ପେଟ୍ରୋଲିୟମ୍ ସଚିବଙ୍କଠାରୁ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ତଲବ କଲେ ଏନ୍ଏଚ୍ଆରସି । ୪ ସପ୍ତାହ ମଧ୍ୟରେ ରିପୋର୍ଟ ଦାଖଲ କରିବା ପାଇଁ ଜାତୀୟ ମାନବାଧିକାର ଆୟୋଗ ନିର୍ଦ୍ଦେଶ ଜାରି କରିଛନ୍ତି ।…