ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଟଳି ପଡ଼ିଲେ ଯୁବକ, ଅନ୍ୟ ୭ ଗୁରୁତର
ଗଜପତି: ହୋମଗାର୍ଡ ଶାରୀରିକ ପରୀକ୍ଷା ବେଳେ ଟଳି ପଡ଼ିଲେ ଯୁବକ । ଅନ୍ୟ ୭ଜଣ ଗୁରୁତର ହୋଇଛନ୍ତି । ସେମାନଙ୍କୁ ପାରଳାଖେମୁଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ମୃତକ ହେଲେ ରାମଗିରି ଥାନା ଅନ୍ତର୍ଗତ ପରିସଲ ଗାଁର ସୁଲନ୍ତ ମିଶାଲ। ଗଜପତିରେ ଏହି ଅଭାବନୀୟ ଘଟଣା ଘଟିଛି…