ଚାନ୍ଦା ପାଇଁ ଦିବ୍ୟାଙ୍ଗଙ୍କୁ ମାଡ଼, ଦୋକାନ ଭଙ୍ଗାରୁଜା ସହ ଟଙ୍କା ଲୁଟିନେଇଥିବା ଅଭିଯୋଗ
ବାରଙ୍ଗ: ଚାନ୍ଦା ପାଇଁ ଦିବ୍ୟାଙ୍ଗଙ୍କୁ ମାଡ଼ । ଦୋକାନ ଭଙ୍ଗାରୁଜା ସହ ଟଙ୍କା ଲୁଟିନେଇଥିବା ଅଭିଯୋଗ । ବାରଙ୍ଗ ଥାନା ଗୋଡିସାହି ଫାଣ୍ଡି ଷଣ୍ଢପୁର ଢାବା ଛକ ନିକଟରେ ଲୁଟ୍ ହୋଇଛି । ରତାଗଡା ଗାଁର ନିରଞ୍ଜନ ନାୟକ ଷଣ୍ଢପୁର ଛକରେ ଦୋକାନ କରିଛନ୍ତି । ଗତକାଲି ରାତିରେ କାର୍ତ୍ତିକେଶ୍ବର ଭସାଣୀ…