ପଦାର୍ଥ ବିଜ୍ଞାନ ପାଇଁ ନୋବେଲ ଘୋଷଣା; ୩ ବୈଜ୍ଞାନିକଙ୍କୁ ମିଳିବ ପୁରସ୍କାର
ପଦାର୍ଥ ବିଜ୍ଞାନ (ଫିଜିକ୍ସ) ପାଇଁ ନୋବେଲ ପୁରସ୍କାର ଘୋଷଣା। ଫିଜିକ୍ସରେ ଚଳିତ ବର୍ଷର ନୋବେଲ ପୁରସ୍କାର ଘୋଷଣା କରାଯାଇଛି। ରୟାଲ ସ୍ୱିଡିଶ ଏକାଡେମୀ ତରଫରୁ ହୋଇଥିବା ଘୋଷଣା ମୁତାବକ, ଫିଜିକ୍ସରେ ପିୟରେ ଆଗୋଷ୍ଟିନୀ, ଫେରେଙ୍କ୍ କ୍ରୁଜ ଓ ଏନି ଏଲ୍ ହୁଇଲିୟରଙ୍କୁ ଏହି ପୁରସ୍କାର ପ୍ରଦାନ…