Below header
Browsing Tag

pickup van overturned

ଭାରସାମ୍ୟ ହରାଇ ଓଲଟିଲା ପିକଅପ୍‌ ଭ୍ୟାନ୍‌, ୧୦ରୁ ଅଧିକ ଆହତ

ସମ୍ବଲପୁର (କେନ୍ୟୁଜ): ଓଲଟିଲା ଭ୍ୟାନ୍, ୧୦ରୁ ଅଧିକ ଶ୍ରମିକ ଆହତ । ସମ୍ବଲପୁର ହାତୀବାରି ୫୫ ନମ୍ବର ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଛି । ଗୁରୁତରଙ୍କୁ ସମ୍ବଲପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୪ ଅତି ଗୁରୁତରଙ୍କୁ ବୁର୍ଲା ସ୍ଥାନାନ୍ତର କରାଯାଇଛି ।…

ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡିଲା କୁକୁଡ଼ା ବୋଝେଇ ପିକଅପ ଭ୍ୟାନ୍

ଘଟଗାଁ(କେନ୍ଯୁଜ୍): କେନ୍ଦୁଝର ଜିଲ୍ଲା ସାହାରପଡା ଫାଣ୍ଡି ଅନ୍ତର୍ଗତ ୨୨୦ ନମ୍ବର ଜାତୀୟ ରାଜପଥର ହଳଦିବଟା ନିକଟରେ ଏକ କୁକୁଡ଼ା ବୋଝେଇ ପିକଅପ ଭ୍ୟାନ ଭାରସାମ୍ୟ ହରାଇ ରାସ୍ତା ତଳକୁ ଓଲଟି ପଡି ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣାରେ ଚାଳକ ଆହତ ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ…

ଗଞ୍ଜାମ ବାଙ୍କେଶ୍ୱରୀ ଘାଟିରେ ଓଲଟିଲା ପିକଅପ୍‌ ଭ୍ୟାନ୍, ୨୦ଆହତ

ବ୍ରହ୍ମପୁର: ଘାଟିରେ ଓଲଟିଲା ପିକଅପ୍‌ ଭ୍ୟାନ୍‌। ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ବ୍ଲକ ବାଙ୍କେଶ୍ୱରୀ ଘାଟିରେ ପିକଅପ୍‌ ଭ୍ୟାନ୍‌ ଓଲଟି ୨୦ଜଣ ଆହତ ହୋଇଛନ୍ତି। ଆହତ ମାନଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରାଯାଇଛି। ମାଆଙ୍କ ଦର୍ଶନ ପାଇଁ ଯାଉଥିବାବେଳେ ଦୁର୍ଘଟଣା…