ତାରିଣୀ ଦର୍ଶନ ସାରି ଫେରୁଥିବା ବେଳେ ଦୁର୍ଘଟଣା, ପିକନିକ୍ ବସ୍ ଓଲଟି ୨ ଆହତ
ଆଠଗଡ଼ : ପିକନିକ୍ ବସ୍ ଓଲଟି ୨ ଜଣ ଆହତ ହୋଇଛନ୍ତି । କଟକ- ସମ୍ବଲପୁର ରାସ୍ତା ଦ୍ବାରବତୀପୁର ଗାଁ ନିକଟରେ ଏକ ପିକନିକ୍ ବସ୍ ରାସ୍ତା କଡକୁ ଓଲଟି ପଡିବାରୁ ୨ ଜଣ ଆହତ ହୋଇଛନ୍ତି । ସମସ୍ତେ ଘଟଗାଁ ମା’ ତାରିଣୀଙ୍କ ଦର୍ଶନ ସାରି ଫେରୁଥିବାବେଳେ ଏହି ଦୁର୍ଘଟଣା ଘଟିଛି । ବସଟି ଭାରସାମ୍ୟ ହରାଇ…