Browsing Tag

Pilgrim bus accident

ଟ୍ରକକୁ ପଛପଟୁ ପିଟିଲା ତୀର୍ଥଯାତ୍ରୀ ବସ୍, ୬ ଗୁରୁତର

ଖଲ୍ଲିକୋଟ: ଟ୍ରକକୁ ପଛପଟୁ ପିଟିଲା ତୀର୍ଥଯାତ୍ରୀ ବସ୍, ୬ ଗୁରୁତର । ଖଲ୍ଲିକୋଟ ରମ୍ଭା ଥାନା NH-୧୬ ସୁବଳୟା ଠାରେ ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି । ରାସ୍ତା କଡରେ ଟ୍ରକଟି ଛିଡା ହୋଇଥିବାବେଳେ ବସ୍ ଆସି ପଛପଟୁ ଧକ୍କା ଦେଇଥିଲା । ଆହତ ଯାତ୍ରୀଙ୍କୁ ଛତ୍ରପୁର ମେଡିକାଲରେ…

ସ୍କର୍ପିଓକୁ ପଛପଟୁ ପିଟିଲା ତୀର୍ଥଯାତ୍ରୀ ବସ୍, ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ

ବାଲୁଗାଁ: ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣାଗ୍ରସ୍ତ ଅଳ୍ପକେ ବର୍ତ୍ତିଲେ ୪୦ ଯାତ୍ରୀ । ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ବାଇପାସ ୧୬ ନଂ ଜାତୀୟ ରାଜପଥ ସରନଈ ଓଭର ବ୍ରିଜ ନିକଟରେ ସ୍କର୍ପିଓକୁ ପଛପଟୁ ପିଟିଲା ବସ । ଧକ୍କା ଦେବା ପରେ ଡିଭାଇଡ଼ର ଉପରେ ଚଢ଼ି ଯାଇଥିଲା ।  ବସ ଡ୍ରାଇଭର ଥାନାରେ ଅଟକ…

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା, ୧୨ରୁ ଅଧିକ ଯାତ୍ରୀ ଆହତ

ବାଲେଶ୍ୱର (କେନ୍ୟୁଜ): ପୁଣି ତୀର୍ଥଯାତ୍ରୀ ବସ୍ ଦୁର୍ଘଟଣା। ବାଲେଶ୍ବର ୬୦ ନମ୍ବର ଜାତୀୟ ରାଜପଥ ନିଧିପଣ୍ଡା ନିକଟରେ ବସଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୧୨ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ୧୨ ଆହତଙ୍କ ମଧ୍ୟରୁ ଜଣେ ଗୁରୁତର ଅଛନ୍ତି । ୬୦ରୁ ଉର୍ଦ୍ଧ୍ବ ଯାତ୍ରୀଙ୍କୁ ନେଇ ବସଟି…

ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣାଗ୍ରସ୍ତ: ଅଳ୍ପକେ ବର୍ତ୍ତିଲେ ୬୦ ଜଣ ଯାତ୍ରୀ

ଗଞ୍ଜାମ (କେନ୍ୟୁଜ): ତୀର୍ଥଯାତ୍ରୀ ବସ୍‌ ଦୁର୍ଘଟଣା । ଅଳ୍ପକେ ବର୍ତ୍ତିଲେ ୬୦ ଜଣ ଯାତ୍ରୀ । ଗଞ୍ଜାମ ଜିଲ୍ଲା ଜାତୀୟ ରାଜପଥ ରମ୍ଭା ଥାନା ସୁବଳୟା ନିକଟରେ ଘଟିଛି ଦୁର୍ଘଟଣା । ସୂଚନା ଅନୁଯାୟୀ ୬୦ ଦିନ ତଳେ ଚାରିଧାମ ଦର୍ଶନ ପାଇଁ ମଧ୍ୟ୍ୟପ୍ରଦେଶରୁ ଏକ ବସ ଯୋଗେ ୬୦ ଜଣ ବାହାରିଥିଲେ l…

କଲିକତାରୁ ପୁରୀ ଯାଉଥିବା ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ; ୧୦ ଆହତ,୨ ଗୁରୁତର

ଭଦ୍ରକ (କେନ୍ୟୁଜ): ଶ୍ରୀଜଗନ୍ନାଥଙ୍କ ଦର୍ଶନ ପାଇଁ କଲିକତାରୁ ପୁରୀ ଅଭିମୁଖେ ଯାଉଥିବା ଏକ ତୀର୍ଥଯାତ୍ରୀ ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୧୦ରୁ ଉର୍ଦ୍ଧ୍ୱ ଯାତ୍ରୀ ଆହତ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି। ଗୁରୁତର ମାନଙ୍କୁ ଚିକିତ୍ସା ନିମନ୍ତେ ଭଦ୍ରକ ମେଡିକାଲରେ ଭର୍ତ୍ତି…