ଥମିଲା ପ୍ରଚାର, ଦିନକ ପରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ
ଥମିଲା ପ୍ରଚାର । ଦିନକ ପରେ ରାଜ୍ୟରେ ପ୍ରଥମ ପର୍ଯ୍ୟାୟ ଭୋଟ । ପ୍ରଥମ ପର୍ଯ୍ୟାୟରେ କୋରାପୁଟ, କଳାହାଣ୍ଡି, ନବରଙ୍ଗପୁର ଓ ବ୍ରହ୍ମପୁର ଲୋକସଭା ନିର୍ବାଚନ ପାଇଁ ମଇଦାନରେ ଅଛନ୍ତି ମୋଟ୍ ୩୭ ଜଣ ପ୍ରାର୍ଥୀ । ସେହିପରି ଏହି ୪ ଲୋକସଭା କ୍ଷେତ୍ର ଅଧୀନ ୨୮ ବିଧାନସଭା ଆସନରେ ଲଢୁଛନ୍ତି ମୋଟ୍ ୨୪୩ ଜଣ ପ୍ରାର୍ଥୀ ଅଛନ୍ତି । ପ୍ରଥମ ପର୍ଯ୍ୟାୟରେ ମୋଟ ଭୋଟର ସଂଖ୍ୟା ୬୨ ଲକ୍ଷ ୮୭ ହଜାର । ସେଭିତରୁ ୩୦ ଲକ୍ଷ ୯୭ ହଜାର ପୁରୁଷ ଭୋଟର ଓ…
Read More...