ଭୁବନେଶ୍ୱରରେ ପହଞ୍ଚିଲା ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ମର ଶରୀର, ଶେଷ ଦର୍ଶନ କଲେ ବହୁ ବିଶିଷ୍ଟ ବ୍ୟକ୍ତି
ଭୁବନେଶ୍ୱର(କେନ୍ୟୁଜ୍): ଭୁବନେଶ୍ୱରରେ ଓଲିଉଡ୍ ଅଭିନେତା ପିଣ୍ଟୁ ନନ୍ଦଙ୍କ ମର ଶରୀର। ଭୁବନେଶ୍ୱର ବିମାନ ବନ୍ଦରରେ ତାଙ୍କ ପାର୍ଥିବ ଶରୀର ପହଞ୍ଚିବା ପରେ ସୃଷ୍ଟି ହୋଇଥିଲା ଶୋକାକୁଳ ପରିବେଶ ।
ଉପସ୍ଥିତ ଥିଲେ ସିନେ ଜଗତର ବହୁ କଳାକାର ଓ ପରିବାର ଲୋକେ । ପରେ ତାଙ୍କ ମରଶରୀରକୁ କିମ୍ସ…