ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥୀ ନାମ ଘୋଷଣା କଲା କଂଗ୍ରେସ, ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ହେଲେ କଂଗ୍ରେସ…
କେନ୍ୟୁଜ୍(ବ୍ୟୁରୋ): କଳ୍ପନା ଜଳ୍ପନାର ହେଲା ଅନ୍ତ ପିପିଲି ଉପନିର୍ବାଚନ ପାଇଁ ପ୍ରାର୍ଥୀ ନାମ ଘୋଷଣା କଲା କଂଗ୍ରେସ । ବିଶ୍ୱକେଶନ ହରିଚନ୍ଦନ ମହାପାତ୍ର ହେଲେ କଂଗ୍ରେସ ପ୍ରାର୍ଥୀ । ଏ ନେଇ କଂଗ୍ରେସ ସଭାପତି ସୋନିଆ ଗାନ୍ଧି ବିଶ୍ୱକେଶନ ହରିଚନ୍ଦନ ମହାପାତ୍ରଙ୍କ ନାମ ଘୋଷଣା…