ରାଜ୍ୟରେ ସ୍ଥାପନ ହେବ ଆଉ ୬ ଟି ପ୍ଲାନେଟୋରିଅମ ଓ ୩୦ଟି ଜିଲ୍ଲାରେ ହେବ ବିଜ୍ଞାନ କେନ୍ଦ୍ର, ଖର୍ଚ୍ଚ ହେବ ୧୦୦ କୋଟି
କେନ୍ୟୁଜ୍(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନଫରେନସିଂ ଜରିଆରେ ରାୟଗଡାରେ ଏକ ପ୍ଲାନେଟାରିଅମ ଏବଂ କୋରାପୁଟ ଜିଲ୍ଲାର ଜୟପୁରରେ ଏକ ଜିଲ୍ଲା ବିଜ୍ଞାନ କେନ୍ଦ୍ର ପାଇଁ ଭିତ୍ତି ପ୍ରସ୍ତର ରଖିଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଛାତ୍ରଛାତ୍ରୀ ମାନଙ୍କୁ…