Browsing Tag

plus 2 exam

ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା, ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର

କଟକ : ଫେବ୍ରୁଆରି ୧୮ରୁ ଯୁକ୍ତ ୨ ଥିଓରି ପରୀକ୍ଷା । ଆଜିଠୁ ନୋଡାଲ ସେଣ୍ଟରକୁ ଯିବ ପ୍ରଶ୍ନପତ୍ର । ଫେବ୍ରୁଆରି ୧୬ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୪ରୁ ୬ ଯାଏଁ ଦ୍ବିତୀୟ ପର୍ଯ୍ୟାୟରେ ପରୀକ୍ଷା ପରିଚାଳନା ହବ୍ ଗୁଡିକୁ ପ୍ରଶ୍ନପତ୍ର ପଠାଯିବ । ଆଜି ଦୂରଦୂରାନ୍ତ ଜିଲ୍ଲାଗୁଡ଼ିକୁ…

ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ, ମାର୍ଚ୍ଚ ୧୧ ରେ ହେବାକୁ ଥିବା ପରୀକ୍ଷା ହେବ ମାର୍ଚ୍ଚ ୨୩ ରେ

ଭୁବନେଶ୍ବର :  ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପରିଚାଳିତ ଯୁକ୍ତ ଦୁଇ ପରୀକ୍ଷା ସୂଚୀରେ ସାମାନ୍ୟ ପରିବର୍ତ୍ତନ ।  ମାର୍ଚ୍ଚ ୧୧ ତାରିଖରେ ହେବାକୁ ଥିବା ପରୀକ୍ଷା ୨୩ ମାର୍ଚ୍ଚରେ ହେବ । ଓଡ଼ିଆ ପରୀକ୍ଷା ବ୍ୟତୀତ ଅନ୍ୟ ସବୁ ଭାଷାର ପରୀକ୍ଷା ମାର୍ଚ୍ଚ ୨୩ରେ ହେବ । ମାର୍ଚ୍ଚ ୨୧ ତାରିଖରେ…

ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ : ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର : ଖୁବଶୀଘ୍ର ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ। ପରୀକ୍ଷା ଫଳ ପ୍ରକାଶନ ନେଇ ଚାଲିଛି ସମସ୍ତ ପ୍ରକ୍ରିୟା । ଆଶା କରେ ଖୁବ ଶୀଘ୍ର ପରୀକ୍ଷା ଫଳ ପ୍ରକାଶ ପାଇବ । ଏନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ। ମେ ମାସ ଦ୍ବିତୀୟ ସପ୍ତାହରେ ଫଳ ପ୍ରକାଶ ନେଇ ସୂଚନା ରହିଥିଲା ।…

ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ୪୫ ଦିନ ମଧ୍ୟରେ ପ୍ରକାଶ ପାଇବ ରେଜଲ୍ଟ

ଭୁବନେଶ୍ୱର : ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା । ମାର୍ଚ୍ଚ ୨୭ ଯାଏ ଚାଲିବ ପରୀକ୍ଷା। ରାଜ୍ୟର ୩୦ଟି ଜିଲ୍ଲାର ୧୨୭୬ ସେଣ୍ଟରରେ ମୋଟ ୩ ଲକ୍ଷ ୯୩ ହଜାର ୬୧୮ ଜଣ ପରୀକ୍ଷାର୍ଥୀ ପରୀକ୍ଷା ଦେବେ । ମୋଟ ୨୨ଟି ସିଟିଂରେ ପରୀକ୍ଷା ହେବ । ବିଜ୍ଞାନ, କଳା, ଧନ୍ଦାମୂଳକ, ବାଣିଜ୍ୟ ଛାତ୍ର ଛାତ୍ରୀ…

ଫେବ୍ରୁଆରି ୧୬ରୁ ଯୁକ୍ତ ୨ ପରୀକ୍ଷା : ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ଘୋଷଣା

କଟକ (କେନ୍ୟୁଜ): ଫେବ୍ରୁଆରୀ ୧୬ରୁ +୨ ପରୀକ୍ଷା । ଫେବ୍ରୁଆରୀ ୧୬ରୁ ପରୀକ୍ଷା ଆରମ୍ଭ ହୋଇ ମାର୍ଚ୍ଚ ୨୦ ଯାଏ ଚାଲିବ । କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ହେବ। ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରକାଶ ପାଇଛି ପରୀକ୍ଷା ସୂଚନା । ପ୍ରଥମେ ୧୬ତାରିଖ ଦିନ ବଜ୍ଞାନ ପରୀକ୍ଷା ରହିଛି ।…

ରାଜ୍ୟରେ ବାତିଲ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା: ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ…

ଭୁବନେଶ୍ବର: ରାଜ୍ୟରେ ବାତିଲ ହୋଇପାରେ ଯୁକ୍ତ ଦୁଇ ପରୀକ୍ଷା । ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସଙ୍କ ଅଧ୍ୟକ୍ଷତାରେ ଉଚ୍ଚସ୍ତରୀୟ ବୈଠକରେ ହୋଇପାରେ ନିଷ୍ପତ୍ତି । କେନ୍ଦ୍ର ସରକାରଙ୍କ ପକ୍ଷରୁ ଦ୍ୱାଦଶ ପରୀକ୍ଷା ବାତିଲ ହୋଇଛି । CBSE ଓ ICSE ଦ୍ୱାରା ପରିଚାଳିତ ଦ୍ୱାଦଶ ପରୀକ୍ଷା ବାତିଲ…

ରାଜ୍ଯରେ ଦଶମ ଓ ଦ୍ବାଦଶ ପରୀକ୍ଷା ସ୍ଥଗିତ, ନିର୍ଦ୍ଦେଶ ଦେଲେ ମୁଖ୍ଯମନ୍ତ୍ରୀ

ଭୁବନେଶ୍ବର: ସ୍ଥଗିତ ରହିଲା ମାଟ୍ରିକ ଓ ଯୁକ୍ତ ୨ ବୋର୍ଡ ପରୀକ୍ଷା। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ କ୍ରମେ ପରୀକ୍ଷା ସ୍ଥଗିତ ରଖାଯାଇଛି। କରୋନା ମହାମାରୀ ପରିପ୍ରେକ୍ଷୀରେ ଛାତ୍ରଛାତ୍ରୀଙ୍କ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଦଶମ ଓ ଦ୍ୱାଦଶ ବୋର୍ଡ ପରୀକ୍ଷା ନିର୍ଦ୍ଦେଶ ରଖିବାକୁ…

ଚଳିତ ବର୍ଷ ବଦଳିବ ଯୁକ୍ତ ୨ ପରୀକ୍ଷା ଢାଞ୍ଚା, ପ୍ରଶ୍ନପତ୍ରରେ ରହିବ ୫୦ ନମ୍ବରର ମଲ୍ଟିପୁଲ୍ ଚଏସ୍‌ ପ୍ରଶ୍ନ

ଭୁବନେଶ୍ବର: ଚଳିତ ବର୍ଷ ବଦଳିବ ଯୁକ୍ତ ୨ ପରୀକ୍ଷା ଢାଞ୍ଚା। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ୨୦୧୬ କିମ୍ବା ପରେ ରେଜିଷ୍ଟ୍ରେସନ ଭୁକ୍ତ ପିଲାଙ୍କ ପାଇଁ ହ୍ରାସ ସିଲାବସ୍‌ରୁ ପ୍ରଶ୍ନ ଆସିବ। ପ୍ରଶ୍ନପତ୍ରରେ ୫୦ ନମ୍ବରର ମଲ୍‌ଟିପୁଲ ଚଏସ୍‌ ପ୍ରଶ୍ନ ରହିବ।…