ଆଜି ପ୍ରକାଶ ପାଇପାରେ ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ
ଭୁବନେଶ୍ବର(କେନ୍ଯୁଜ୍): ଯୁକ୍ତ ଦୁଇ ଅଫଲାଇନ ପରୀକ୍ଷା ଫଳ ପ୍ରକାଶ ପାଇପାରେ। ଗତ ଅକ୍ଟୋବର ମାସ ୧ ତାରିଖରୁ ଆରମ୍ଭ ହୋଇ ୧୧ ତାରିଖ ପର୍ଯ୍ୟନ୍ତ ଚାଲିଥିଲା ଯୁକ୍ତ ଦୁଇ ଅଫଲାଇନ୍ ପରୀକ୍ଷା। ରାଜ୍ୟର ପ୍ରାୟ ୧୩ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେଇଥିଲେ।
ଯେଉଁ ଛାତ୍ରଛାତ୍ରୀମାନେ ଯୁକ୍ତ…