ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ ପରୀକ୍ଷା ଫଳ
ଭୁବନେଶ୍ୱର : ଆସନ୍ତା ୨୦ ତାରିଖରେ ପ୍ରକାଶ ପାଇବ ଯୁକ୍ତ ଦୁଇ (+୨) ପରୀକ୍ଷା ଫଳ । ଓଡ଼ିଶା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE) ଦ୍ଵାରା ପରିଚାଳିତ ୨୦୨୬ ବାର୍ଷିକ ଯୁକ୍ତ ଦୁଇ (+୨) ପରୀକ୍ଷା ଫଳ ଆସନ୍ତା ମେ' ୨୦ ତାରିଖରେ ପ୍ରକାଶ ପାଇବ। ଏହି ଦିନ ଅପରାହ୍ନ ୧୨:୩୦ ମିନିଟ୍ରେ ପରିଷଦ…