ଆଜିଠୁ ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା ଆରମ୍ଭ, ଜୁଲାଇ ୬ ପର୍ଯ୍ୟନ୍ତ କରିପାରିବେ ଆବେଦନ
କଟକ (କେନ୍ୟୁଜ): ଆଜିଠୁ ଆରମ୍ଭ ହେଉଛି ଯୁକ୍ତ ଦୁଇ ନାମଲେଖା ପ୍ରକ୍ରିୟା । ୧୧ଟାରୁ ସାମସ୍ ପୋର୍ଟାଲରେ ଉପଲବ୍ଧ ହେବ କମନ ଆପ୍ଲିକେସନ୍ ଫର୍ମ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଅଧୀନରେ ଥିବା କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ଉପଶାସ୍ତ୍ରୀ ପାଠ୍ୟକ୍ରମରେ ନାମଲେଖା ପାଇଁ…