ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ରେଜଲ୍ଟ
ଭୁବନେଶ୍ବର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ କଳା ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ଅପରାହ୍ଣ ୪ଟାରେ ଫଳାଫଳ ପ୍ରକାଶ କରାଯିବ । ଛାତ୍ରଛାତ୍ରୀମାନେ www.orissaresults.nic.inରେ ଲଗ୍ ଇନ କରି ରେଜଲ୍ଟ ଦେଖିପାରିବେ । ପରେ ଇ-ସ୍ପେସ ଜରିଆରେ…