ପ୍ରକାଶ ପାଇଲା ଯୁକ୍ତ ୨ କଟ୍ ଅଫ୍ ମାର୍କ: କଳା, ବାଣିଜ୍ୟ ଓ ବିଜ୍ଞାନରେ ଶୀର୍ଷରେ ରେଭେନ୍ସା
ଭୁବନେଶ୍ୱର : ପ୍ରକାଶ ପାଇଲା +୨ ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କ । କଳା, ବାଣିଜ୍ୟ ଓ ବିଜ୍ଞାନରେ ଶୀର୍ଷରେ ରେଭେନ୍ସା । ରେଭେନ୍ସାରେ କଳାରେ ୭୫.୧୭%, ବାଣିଜ୍ୟରେ ୭୭% ଓ ବିଜ୍ଞାନରେ ୯୧.୫% ।
ମୋଟ୍ ୪ ଲକ୍ଷ ୭୬ ହଜାର ୯୩ ଜଣ ଆବେଦନ କରିଥିଲେ । ୪ ଲକ୍ଷ ୨୬ ହଜାର ୪୭୨ ଜଣଙ୍କ ନାମ ମେଧା…