୧୮ରୁ ଯୁକ୍ତ ୨ ପରୀକ୍ଷା, ୧୯ରୁ ଆରମ୍ଭ ହେବ ମାଟ୍ରିକ ପରୀକ୍ଷା : ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର : ଆସନ୍ତା ୧୮ରୁ ଆରମ୍ଭ ହେବ ଯୁକ୍ତ ୨ ପରୀକ୍ଷା, ୧୯ରୁ ହେବ ମାଟ୍ରିକ ପରୀକ୍ଷା । ପରୀକ୍ଷାକୁ ଶାନ୍ତିଶୃଙ୍ଖଳାର ସହ ପରିଚାଳନା ନେଇ ପ୍ରସ୍ତୁତି ସମୀକ୍ଷା କରିଛନ୍ତି ମୁଖ୍ୟ ଶାସନ ସଚିବ । ପରୀକ୍ଷା ପରିଚାଳନାରେ କୌଣସି ଅବହେଳାକୁ ବରଦାସ୍ତ କରାଯିବନି ବୋଲି କହିଛନ୍ତି ମୁଖ୍ୟ ଶାସନ…