ଆଜିଠୁ ଆରମ୍ଭ ହେଲା ଯୁକ୍ତ ଦୁଇ ପରୀକ୍ଷା, ପରୀକ୍ଷାର୍ଥୀଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ବର(କେନ୍ୟୁଜ): ଆଜିଠୁ ଆରମ୍ଭ ହେଲା ଯୁକ୍ତ ଦୁଇ ପରୀକ୍ଷା । ଦୁଇବର୍ଷ ପରେ ଛାତ୍ରଛାତ୍ରୀ ଅଫଲାଇନରେ ପରୀକ୍ଷା ଦେଉଛନ୍ତି । ଏଥର ପରୀକ୍ଷା ଦେଉଛନ୍ତି ୩ ଲକ୍ଷ ୨୧ ହଜାର ୫୦୮ ଛାତ୍ରଛାତ୍ରୀ । ଯୁକ୍ତ ଦୁଇ କଳାରେ ୨ ଲକ୍ଷ ୧୩ ହଜାର ୪୩୨ ଜଣ, ବିଜ୍ଞାନରେ ୭୮ହଜାର ୭୭ଜଣ ଓ ବାଣିଜ୍ୟରେ…