ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା, ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀମାନେ ଆସନ୍ତାକାଲିଠୁ ୮…
ଭୁବନେଶ୍ବର: ଆଜି ପ୍ରକାଶ ପାଇବ ଯୁକ୍ତ ଦୁଇ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା। ଯୋଗ୍ୟ ବିବେଚିତ ଛାତ୍ରଛାତ୍ରୀ ଅକ୍ଟୋବର ୬ରୁ ୮ ତାରିଖ ପର୍ଯ୍ୟନ୍ତ ନାମ ଲେଖାଇପାରିବେ। ୧୩ରେ ସ୍ପଟ ସିଲେକସନ୍ ମେରିଟ୍ ଲିଷ୍ଟ ପ୍ରକାଶ ପାଇବ।
୧୩ରୁ ୧୫ତାରିଖ ଅପରାହ୍ନ ୨ଟା ମଧ୍ୟରେ ଛାତ୍ରଛାତ୍ରୀମାନେ…