ତୃତୀୟ ଲହର ପୂର୍ବରୁ ପଦକ୍ଷେପ ନେବାକୁ ୬ ମୁଖ୍ୟମନ୍ତ୍ରୀଙ୍କୁ ମୋଦିଙ୍କ ପରାମର୍ଶ: ଟେଷ୍ଟ, ଟ୍ରାକ୍, ଟ୍ରିଟ୍ ଓ…
ନୂଆଦିଲ୍ଲୀ(କେନ୍ଯୁଜ୍): କରୋନାର ସମ୍ଭାବ୍ୟ ତୃତୀୟ ଲହର ପୂର୍ବରୁ ସତର୍କ ହୋଇ ମୁକାବିଲା କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପରାମର୍ଶ। କରୋନା ସଙ୍କଟ ନେଇ ଓଡ଼ିଶା ସହ ୬ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ। ବୈଠକରେ ସାମିଲ ହୋଇଛନ୍ତି ଓଡ଼ିଶା,…