ପିଏମ କିଷାନରେ ସ୍ୱାମୀ-ସ୍ତ୍ରୀଙ୍କୁ ମିଳୁଛି ୬ ହଜାର ଟଙ୍କା ! ଜାଣନ୍ତୁ ଏହାକୁ ନେଇ କଣ ରହିଛି ନିୟମ
ଚାଷୀଙ୍କ ଆୟକୁ ବଢ଼ାଇବା ପାଇଁ ସରକାର ଅନେକ ପ୍ରକାରର ଯୋଜନା ଆରମ୍ଭ କରିଛନ୍ତି । ଆଉ ଏଥିମଧ୍ୟରୁ ଗୋଟିଏ ହେଉଛି ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନା । ଏହି ଯୋଜନା ଅଧୀନରେ ସରକାର ବାର୍ଷିକ ୬୦୦୦ ଟଙ୍କା ଅର୍ଥାତ୍ ୨୦୦୦ ଟଙ୍କାର ୩ଟି କିସ୍ତି ଚାଷୀଙ୍କ ଆକାଉଣ୍ଟକୁ ପଠାଉଛନ୍ତି । ଏବେ…