ଚାଷୀଙ୍କ ଆକାଉଣ୍ଟକୁ ଗଲା ପିଏମ କିଷାନ ଟଙ୍କା, ମିଳିଲା ୨୦ତମ କିସ୍ତି
ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ଯୋଜନାରେ ଚାଷୀଙ୍କ ଖାତାକୁ ଗଲା ଟଙ୍କା । ପିଏମ କିଷାନର ୨୦ ତମ କିସ୍ତି ଚାଷୀଙ୍କ ଖାତାକୁ ଗଲା । ବାରଣାସୀରୁ ଚାଷୀଙ୍କ ଆକାଉଣ୍ଟକୁ ଟଙ୍କା ପଠାଇଲେ ପ୍ରଧାନମନ୍ତ୍ରୀ । ମୋଟ ୯ କୋଟି ୭୦ ଲକ୍ଷ ଚାଷୀଙ୍କ ଆକାଉଣ୍ଟକୁ ଗଲା ଟଙ୍କା । ୨୦ହଜାର ୫ଶହ କୋଟିରୁ…