ପରୀକ୍ଷା ପେ ଚର୍ଚ୍ଚା, ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ପରାମର୍ଶ ଦେଲେ ପ୍ରଧାନମନ୍ତ୍ରୀ
ପରୀକ୍ଷା ପେ ଚର୍ଚ୍ଚା କାର୍ଯ୍ୟକ୍ରମରେ ଛାତ୍ରଛାତ୍ରୀଙ୍କୁ ଟିପ୍ସ ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମାର୍କ ଏକ ବେମାର ବୋଲି କହିଛନ୍ତି ପ୍ରଧାନମନ୍ତ୍ରୀ । ଚାପମୁକ୍ତ ହୋଇ ପରୀକ୍ଷା ଦେବାକୁ ଛାତ୍ରଛାତ୍ରୀଙ୍କୁ ମନ୍ତ୍ର ଦେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ସମସ୍ତଙ୍କ ଖାଦ୍ୟ…