ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦି, ଇସ୍ତଫାପତ୍ର ଗ୍ରହଣ କଲେ ରାଷ୍ଟ୍ରପତି
ନୂଆଦିଲ୍ଲୀ (କେନ୍ୟୁଜ୍) : ପ୍ରଧାନମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ମୋଦି । ଗତକାଲି ରାଷ୍ଟ୍ରପତି ରାମନାଥ କୋବିନ୍ଦଙ୍କୁ ନିଜର ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି । ତେବେ ଇସ୍ତଫାପତ୍ର ଗ୍ରହଣ କରିବା ସହ ନୂଆ ସରକାର ଗଠନ ପର୍ଯ୍ୟନ୍ତ ଦାୟିତ୍ୱ ସମ୍ଭାଳିବାକୁ ମୋଦିଙ୍କୁ କହିଛନ୍ତି ରାମନାଥ ।…