ରାଷ୍ଟ୍ରପତି ନିର୍ବାଚିତ ହେବା ପରେ ପୁଟିନ୍ଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି, ଟେଲିଫୋନିକ୍…
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଫୋନରେ କଥା ହୋଇଛନ୍ତି । ପୁଟିନ୍ ପୁଣିଥରେ ରୁଷ୍ର ରାଷ୍ଟ୍ରପତି ଭାବରେ ନିର୍ବାଚିତ ହୋଇଥିବାରୁ ପିଏମ୍ ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଟେଲିଫୋନିକ୍ ବାର୍ତ୍ତାଳାପ ବେଳେ ଉଭୟ ନେତା ଭାରତ ଏବଂ…