ପୋକ୍ସୋ ଆଇନରେ ଓଡ଼ିଶା ହାଇକୋର୍ଟଙ୍କ ବଡ଼ ରାୟ, ନାବାଳିକାକୁ ପୋଷାକ ଉପରୁ ସ୍ପର୍ଶ ମଧ୍ୟ ଯୌନ ନିର୍ଯାତନା
କଟକ : ପୋକ୍ସୋ ଆଇନରେ ଓଡ଼ିଶା ହାଇକୋର୍ଟଙ୍କ ବଡ଼ ରାୟ । ନାବାଳିକାକୁ ପୋଷାକ ଉପରୁ ସ୍ପର୍ଶ କରିବା ମଧ୍ୟ ଯୌନ ନିର୍ଯାତନା। ଏକ ଗୁରୁତ୍ବପୂର୍ଣ୍ଣ ଶୁଣାଣି କରି ହାଇକୋର୍ଟ ସ୍ପଷ୍ଟ କରିଛନ୍ତି ଯେ, ଜଣେ ନାବାଳିକାଙ୍କ ବକ୍ଷୋଜକୁ ସ୍ପର୍ଶ କରିବା ପକ୍ସୋ ଆାଇନ ଅନୁଯାୟୀ ଗମ୍ଭୀର ଅପରାଧ ବା ଯୌନ…