ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ଶୁଣାଇଲେ କଟକ ସ୍ୱତନ୍ତ୍ର ପୋସ୍କୋ କୋର୍ଟ
କଟକ: ନାବାଳିକା ଦୁଷ୍କର୍ମକାରୀକୁ ୨୦ ବର୍ଷ ସଶ୍ରମ କାରାଦଣ୍ଡାଦେଶ ସହିତ ୫୦ ହଜାର ଟଙ୍କାର ଜରିମନା । ଦଣ୍ଡାଦେଶ ଶୁଣାଇଲେ କଟକ ସ୍ୱତନ୍ତ୍ର ପୋସ୍କୋ କୋର୍ଟ। ଦୁଷ୍କର୍ମକାରୀ ମନୋଜ କୁମାର ନାୟକ ଅଦାଲତରେ ଦୋଷୀ ସାବ୍ୟସ୍ତ । ପୀଡିତା ନାବାଳିକାଙ୍କୁ ୫ ଲକ୍ଷ ଟଙ୍କାର କ୍ଷତିପୂରଣ ଦେବାକୁ…