ଭୁଶୁଡ଼ିଲା ନିର୍ମାଣାଧୀନ ପୋଲ, କ୍ରେନ୍ ସାହାଯ୍ୟରେ ଉଠାଇ ନେଲା ବେଳେ ଖସିପଡିଲା
କେନ୍ଦ୍ରାପଡ଼ା (କେନ୍ୟୁଜ): ଭୁଶୁଡ଼ିଲା ପୋଲ । କେନ୍ଦ୍ରାପଡ଼ା କଜଳାଠାରେ ଭୁଶୁଡ଼ିଲା ନିର୍ମାଣାଧୀନ ପୋଲର ସ୍ଲାବ୍ । ଗୋବରୀ ନଦୀ ଉପରେ ପୋଲ ନିର୍ମାଣ ହେଉଥିବାବେଳେ ଭୁଶୁଡି ପଡିଛି । ତେବେ ଏଥିରେ କାହାର କ୍ଷୟକ୍ଷତି ହୋଇନଥିବା ଜଣାପଡିଛି । ସୂଚନା ଥାଉକି, ଗୋବରୀ ନଦୀ ପାର୍ଶ୍ୱ ବାଇପାସ୍…