୧୫ ଦିନ ମଧ୍ୟରେ ରାଜ୍ୟର ୬୭୯ ଥାନାରେ ମିଳିବ ନୂଆ ସ୍କର୍ପିଓ, ତଦନ୍ତକାରୀ ଅଧିକାରୀଙ୍କୁ ବାଇକ୍
ଭୁବନେଶ୍ୱର : ୧୫ ଦିନ ମଧ୍ୟରେ ରାଜ୍ୟର ୬୭୯ ଥାନାରେ ମିଳିବ ନୂଆ ସ୍କର୍ପିଓ। ପୋଲିସର କାର୍ଯ୍ୟ ଦକ୍ଷତା ବଢ଼ାଇବା ପାଇଁ ଏହି ବ୍ୟବସ୍ଥା ହୋଇଛି । ପ୍ରଥମ ଥର ପାଇଁ ତଦନ୍ତକାରୀ ଅଧିକାରୀଙ୍କୁ ମିଳିବ ବାଇକ୍ ସହ ଇନ୍ଭେଷ୍ଟିଗେଟିଂ କିଟ୍ । ଏଥିରେ ରହିବ ଲାପଟପ୍, ସ୍ମାର୍ଟ ଫୋନ୍, ପେନ୍ ଡ୍ରାଇଭ୍…