ଭୁବନେଶ୍ୱରରେ ମହିଳା ଏସଆଇଙ୍କୁ ଆକ୍ରମଣ ଉଦ୍ୟମ ଘଟଣା: କିଛି ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି
କେନ୍ୟୁଜ୍(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ପୋଲିସ ଉପରେ ଆକ୍ରମଣ ଉଦ୍ୟମ କରିଥିବା କିଛି ସନ୍ଦିଗ୍ଧଙ୍କୁ ଚିହ୍ନଟ କରାଯାଇଛି। ସେମାନଙ୍କୁ ଖୋଜା ଚାଲିଛି। ଖୁବ ଶୀଘ୍ର ଅଭିଯୁକ୍ତଙ୍କୁ ଗିରଫ କରାଯିବ ବୋଲି କହିଛନ୍ତି ଭୁବନେଶ୍ୱର ଡିସିପି ପ୍ରତୀକ ସିଂ। ସନ୍ଦିଗ୍ଧଙ୍କ ବିରୋଧରେ…