ପୋଲାଭରମ ମାମଲାରେ କେନ୍ଦ୍ର ଓ ଆନ୍ଧ୍ର ସରକାରଙ୍କୁ ନୋଟିସ କରିଛନ୍ତି ସୁପ୍ରିମକୋର୍ଟ
ନୂଆଦିଲ୍ଲୀ : ପୋଲାଭରମ ମାମଲାରେ ସୁପ୍ରିମକୋର୍ଟ କେନ୍ଦ୍ର ଓ ଆନ୍ଧ୍ର ସରକାରଙ୍କୁ ନୋଟିସ କରିଛନ୍ତି । ୩ ସପ୍ତାହ ମଧ୍ୟରେ ଜବାବ ଦେବାକୁ ନିର୍ଦ୍ଦେଶ ରହିଛି । ପୋଲାଭରମ ପ୍ରକଳ୍ପ ପାଇଁ ପରିବେଶ ମଞ୍ଜୁରୀକୁ ନେଇ ଓଡ଼ିଶା ଆପତ୍ତି ଉଠାଇଥିଲା । ଏହା ଉପରେ ଶୁଣାଣି କରି ସୁପ୍ରିମକୋର୍ଟଙ୍କ…