ଦିନକ ପରେ ରାଜ୍ୟର ଶେଷ ପର୍ଯ୍ୟାୟ ନିର୍ବାଚନ, ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ହେବ ମତଦାନ
ଦିନକ ପରେ ରାଜ୍ୟର ଶେଷ ପର୍ଯ୍ୟାୟ ନିର୍ବାଚନ । ୬ ଲୋକସଭା ଆସନ ଓ ୪୨ ବିଧାନସଭା ଆସନରେ ହେବ ମତଦାନ । ୪୬୦ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ କରିବେ ପ୍ରାୟ ଏକ କୋଟି ଭୋଟର । ନିର୍ବାଚନ ରଣାଙ୍ଗନରେ ଅଛନ୍ତି ୬୬ ଜଣ ସାଂସଦ ପ୍ରାର୍ଥୀ ଓ ୩୯୪ ବିଧାୟକ ପ୍ରାର୍ଥୀ । ଚତୁର୍ଥ ପର୍ଯ୍ୟାୟରେ…