Browsing Tag

polling agent dies

ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ, ସନଷ୍ଟ୍ରୋକ ସନ୍ଦେହ

ହିନ୍ଦୋଳ (କେନ୍ୟୁଜ): ହିନ୍ଦୋଳ ବାହାଲୁଣ୍ଡା ବୁଥ୍ ନମ୍ବର ୧୩୬ରେ ଘଟିଛି ଅଘଟଣ । ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଛି। ଡ୍ୟୁଟି କରୁଥିବାବେଳେ ହଠାତ୍ ସେ ଅଚେତ୍ ହୋଇପଡିଥିଲେ। ତାଙ୍କୁ ହିନ୍ଦୋଳ ମେଡିକାଲରେ ଭର୍ତ୍ତି କରାଯାଇଥିଲା । ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା…