Browsing Tag

polling booths

ମତଦାନ କେନ୍ଦ୍ରକୁ ମୋବାଇଲ ମନା: ଭୋଟର-ଅଧିକାରୀଙ୍କୁ ଅପିଲ୍ କଲେ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ

ଭୁବନେଶ୍ୱର (କେନ୍ୟୁଜ): ଆଜି ରାଜ୍ୟ ଦେଉଛି ତୃତୀୟ ପର୍ଯ୍ୟାୟ ମତଦାନ । ଭୋଟରଙ୍କ ମଧ୍ୟରେ ଦେଖାଦେଇଛି ଉତ୍ସୁକତା । ସକାଳୁ ସକାଳୁ ସବୁ ବୁଥରେ ଦେଖିବାକୁ ମିଳୁଛି ପ୍ରବଳ ଭିଡ । ଏହା ଭିତରେ କିଛି ବୁଥରେ ଭୋଟର ମୋବାଇଲ ନେଇଯାଉଥିବା ଦେଖିବାକୁ ମିଳିଥିବାବେଳେ ଏପରି ନକରିବାକୁ ଉଭୟ ଭୋଟର ଓ…