ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କ ପାଇଁ ଖୁସିଖବର, ହଷ୍ଟେଲ ଫି’ ଛାଡ଼ କଲେ ରାଜ୍ୟ ସରକାର
କେନ୍ୟୁଜ୍(ବ୍ୟୁରୋ): ଇଞ୍ଜିନିୟରିଂ ଛାତ୍ରଛାତ୍ରୀଙ୍କ ପାଇଁ ଖୁସିଖବର। ବୈଷୟିକ ଶିକ୍ଷା ବିଭାଗ ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି' ଛାଡ଼ କଲେ ରାଜ୍ୟ ସରକାର। ସମସ୍ତ ସରକାରୀ ବୈଷୟିକ ବିଶ୍ୱବିଦ୍ୟାଳୟ, ଇଞ୍ଜିନିୟରିଂ କଲେଜ ଓ ପଲିଟେକ୍ନିକର ଛାତ୍ରଛାତ୍ରୀଙ୍କ ହଷ୍ଟେଲ ଫି' ଛାଡ଼ ହୋଇଛି। ୧୭ହଜାର…