ଡରାଉଛି ବାତ୍ୟା, ସବୁ ବନ୍ଦରକୁ ୧ ନମ୍ବର ବିପଦ ସଂକେତ ଜାରି
ଭୁବନେଶ୍ୱର : ଅବପାତରେ ପରିଣତ ହେଲା ଓ୍ବେଲମାର୍କ ଲୋପ୍ରେସର । ଏବେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ହୋଇଛି । ଏହା ଅଧିକ ଘନୀଭୂତ ହୋଇ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ନେବ ବାତ୍ୟାର ରୂପ । ବାତ୍ୟା ପ୍ରଭାବରେ ଆସନ୍ତାକାଲି ସନ୍ଧ୍ୟା ବା ରାତିରୁ ପାଗରେ…