Browsing Tag

positive cases in bhubaneswar

ଭୁବନେଶ୍ବରରେ ନୂଆ ୯୧ କରୋନା ଆକ୍ରାନ୍ତ ଚିହ୍ନଟ, ୯୯ ସୁସ୍ଥ

ଭୁବନେଶ୍ବର: ଭୁବନେଶ୍ୱରରୁ ଆଉ ୯୧ ନୂଆ କରୋନା ପଜିଟିଭ ଚିହ୍ନଟ । ସଙ୍ଗରୋଧରୁ ୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୯ ଚିହ୍ନଟ ହୋଇଛନ୍ତି । ମଞ୍ଚେଶ୍ୱର ଅଞ୍ଚଳରେ ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହିତ ଆଜି ୯୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି…

ଭୁବନେଶ୍ବରରୁ ୨୨ କରୋନା ପଜିଟିଭ୍ ଚିହ୍ନଟ: ୩ କ୍ୱାରେଣ୍ଟାଇନ ସେଣ୍ଟରରୁ, ୧୯ ଲୋକାଲ କେସ୍

ଭୁବନେଶ୍ବର: ଭୁବନେଶ୍ବରରୁ ୨୨ କରୋନା ପଜିଟିଭ୍ ଚିହ୍ନଟ । ୨୨ ରୁ ୩ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ , ୧୯ ଜଣ ଲୋକାଲ କେସ୍। ଏମାନଙ୍କ ଭିତରୁ ୧୬ ଜଣଙ୍କ ମଧ୍ୟରୁ ୩ ପୁରୁଷ ଏବଂ ୧୩ ଜଣ ମହିଳା କର୍ମଚାରୀ । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ମିଳିଛି ।…

ରାଜ୍ଯରେ ପୁଣି ୨୮୨ ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ଯା ୫୭୫୨କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ପୁଣି ୨୮୨ ପଜିଟିଭ୍ ଚିହ୍ନଟ । ୧୭ ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି ଏହି ୨୮୨ ପଜିଟିଭ୍ । ଏମାନଙ୍କ ଭିତରୁ ୨୫୬ ଜଣ କ୍ୱାରେଣ୍ଟିନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ, ୨୬ ଲୋକାଲ୍ କେସ୍ । ଏହାସହ NDRFର ୮ଜଣ କର୍ମଚାରୀ ମଧ୍ଯ ସାମିଲ୍ ଅଛନ୍ତି । ଯେଉଁମାନେ ଅମ୍ପନ…

ରାଜ୍ଯରେ ଆଉ ୧୩୬ ନୂଆ କରୋନା ପଜିଟିଭ୍ ଚିହ୍ନଟ, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ଯା ୩୩୮୬କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଉ ୧୩୬ ନୂଆ କରୋନା ପଜିଟିଭ୍ ଚିହ୍ନଟ। ଏହାକୁ ମିଶାଇ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ଯା ୩୩୮୬କୁ ବୃଦ୍ଧି ପାଇଛି । ଏମାନଙ୍କ ଭିତରେ ୧୩୪ ଜଣ କ୍ବାରେଣ୍ଟାଇନରେ ଥିବାବେଳେ ୨ଜଣ ସ୍ଥାନୀୟ ବାସିନ୍ଦା । ଏନେଇ ରାଜ୍ଯ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।…

ରାଜ୍ୟରେ ଆଉ ୧୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ, ୩୨୫୦କୁ ବୃଦ୍ଧି ପାଇଲା ମୋଟ ସଂକ୍ରମିତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଆଉ ୧୧୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୨୫୦ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏମାନଙ୍କ ଭିତରୁ ଜଗତସିଂହପୁରରୁ ସର୍ବାଧିକ ୩୩ ଜଣ ଚିହ୍ନଟ ହୋଇଥିବାବେଳେ,…

ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଉ ଚାରି ଜଣ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଆଉ ଚାରି ଜଣ କରୋନା ପଜିଟିଭ୍‌ ଚିହ୍ନଟ । ଏହାକୁ ମିଶାଇ ବିଏମ୍‌ସି ଅଞ୍ଚଳରେ ମୋଟ୍‌ ୯୩ ଜଣ କରୋନା ସଂକ୍ରମିତ ହୋଇଛନ୍ତି । ୫୩ ଜଣ ସୁସ୍ଥ ହୋଇଥିବା ବେଳେ ଆକ୍ଟିଭ୍‌ କେସ୍‌ ରହିଛି ୩୭ । ଏହାସହ ତିନି ଜଣଙ୍କର ଜୀବନ ନେଇଛି କରୋନା । ସୂଚନା…