ଭୁବନେଶ୍ବରରେ ନୂଆ ୯୧ କରୋନା ଆକ୍ରାନ୍ତ ଚିହ୍ନଟ, ୯୯ ସୁସ୍ଥ
ଭୁବନେଶ୍ବର: ଭୁବନେଶ୍ୱରରୁ ଆଉ ୯୧ ନୂଆ କରୋନା ପଜିଟିଭ ଚିହ୍ନଟ । ସଙ୍ଗରୋଧରୁ ୭୨ ଓ ସ୍ଥାନୀୟ ଅଞ୍ଚଳରୁ ୧୯ ଚିହ୍ନଟ ହୋଇଛନ୍ତି । ମଞ୍ଚେଶ୍ୱର ଅଞ୍ଚଳରେ ଜଣେ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଆସି ୨୬ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାସହିତ ଆଜି ୯୯ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି…