Browsing Tag

positive cases

ପୁଣି ଚୀନକୁ ଫେରିଲା ଲକଡାଉନ୍‌, ୧୧ଟି ପ୍ରଦେଶରେ ବଢିଚାଲିଛି ପଜିଟିଭ କେସ୍‌

ନୂଆଦିଲ୍ଲୀ : ପୁଣି ଚୀନକୁ ଫେରିଲା ଲକଡାଉନ୍‌ । ସଂକ୍ରମଣ ବୃଦ୍ଧି ପରେ ଲାଞ୍ଜହୋଉ ସହରରେ ଜାରି ହୋଇଛି ଲକ୍‌ଡାଉନ । ଚୀନର ୧୧ଟି ପ୍ରଦେଶରେ ପଜିଟିଭ କେସ ବଢିବାରେ ଲାଗିଛି । ଲାଞ୍ଜହୋଉ ସହରରେ ରହୁଥିବା ଲୋକଙ୍କୁ ସହର ଛାଡିବାକୁ ମନା କରାଯାଇଛି । ରାଜଧାନୀ ବେଜିଂରେ କରୋନା ଟେଷ୍ଟିଂ ପାଇଁ…

ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୦ ନୂଆ କରୋନା ପଜିଟିଭ ଚିହ୍ନଟ, ୫ ମୃତ

ଭୁବନେଶ୍ବର(କେନ୍ଯୁଜ୍): ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୦ କରୋନା ପଜିଟିଭ ହୋଇଛନ୍ତି । ଆଉ ୫ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି ଆଜି ପଜିଟିଭି ରେଟ୍‌ ରହିଛି ୦.୫୯ ପ୍ରତିଶତ । ଏଥିସହିତ କେବଳ ଖୋର୍ଦ୍ଧାରୁ ୧୪୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଯାହାକି ମୋଟ ଆକ୍ରାନ୍ତଙ୍କ…

ପୁଣି ୧ ହଜାର ଉପରେ ଦୈନିକ ସଂକ୍ରମଣ: ଗତ ୨୪ ଘଣ୍ଟାରେ ରାଜ୍ୟରେ ୧ ହଜାର ୪୧ ପଜିଟିଭ୍‌ ଚିହ୍ନଟ, ୬୪ମୃତ

ଭୁବନେଶ୍ବର(କେନ୍ଯୁଜ୍): ପୁଣି ୧ ହଜାର ଉପରେ ଦୈନିକ ସଂକ୍ରମଣ । ଗତ ୨୪ ଘଣ୍ଟାରେ ରାଜ୍ୟରେ ୧ ହଜାର ୪୧ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଆଜି ଆଉ ୬୪ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଆଜି ପଜିଟିଭ୍‌ ରେଟ୍‌ ରହିଛି ୧.୮୩ ପ୍ରତିଶତ । ଯାହାକି ଗତକାଲି ଥିଲା ୧.୩୪ ପ୍ରତିଶତ । ୨୪ ଘଣ୍ଟାରେ…

ରାଜ୍ଯରେ ୪୦ହଜାର ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ଯା, ଆଜି ପୁଣି ୧୬୯୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ଯରେ ଆଜି ୧୬୯୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୧୦୭୩ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୬୨୬ ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ…

ରାଜ୍ଯରେ ଆଜି ପୁଣି ୧୨୦୩ ପଜିଟିଭ୍ ଚିହ୍ନଟ, ମୋଟ ସଂକ୍ରମିତଙ୍କ ସଂଖ୍ଯା ୩୦,୩୭୮କୁ ବୃଦ୍ଧି

ଭୁବନେଶ୍ବର: ରାଜ୍ଯରେ ଆଜି ୧୨୦୩ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୭୫୮ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୪୪୫ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ…

ରାଜ୍ଯରେ ୨୯ହଜାର ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ଯା, ଆଜି ଆଉ ୧୦୬୮ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ରାଜ୍ଯରେ ଆଜି ୧୦୬୮ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ଭିତରୁ ୬୬୨ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରୁ ଏବଂ ଲୋକାଲ କେସ୍ ରୁ ୪୦୬ଜଣ ଚିହ୍ନଟ ହୋଇଥିବାନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମୁଦାୟ ୨୮ଟି ଜିଲ୍ଲାରୁ ଏହି ସମସ୍ତ ନୂଆ ସଂକ୍ରମିତ…

ପୁଣି ନବରଙ୍ଗପୁରରେ କାୟା ବିସ୍ତାର କଲା କରୋନା, ଚିହ୍ନଟ ହେଲେ ୪ ସଂକ୍ରମିତ

ନବରଙ୍ଗପୁର(କେନ୍ଯୁଜ୍): ନବରଙ୍ଗପୁର ଜିଲ୍ଲାରେ ପୁଣି ୪ କରୋନା ଆକ୍ରାନ୍ତ ଚିହ୍ନଟ। ଏହାକୁ ନେଇ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ଯା ୧୩୯ରେ ପହଞ୍ଚିଛି। ରାଜ୍ଯ ସୂଚନା ଓ ଲୋକ ସମ୍ପର୍କ ବିଭାଗ ତରଫରୁ ମିଳିଥିବା ସୂଚନା ଅନୁସାରେ ଜିଲ୍ଲାରେ ଆଜି ପୁଣି ୪ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।…

କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୦ ପଜିଟିଭ ଚିହ୍ନଟ

କଟକ : କଟକ ମହାନଗର ନିଗମ ଅଞ୍ଚଳରୁ ଆଉ ୧୦ ପଜିଟିଭ ଚିହ୍ନଟ। ଏମାନଙ୍କ ଭିତରୁ ୪ ଜଣ ସରକାରୀ କ୍ୱାରେଣ୍ଟାଇନ, ଦୁଇ ଜଣ ହୋମ କ୍ୱାରେଣ୍ଟାଇନ ଓ ଜଣେ ଲୋକାଲ କଣ୍ଟାକ୍ଟ କେସ୍ ରୁ  ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସିଏମସି ଅଞ୍ଚଳରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୯ରେ ପହଞ୍ଚିଛି । ଏହାସହିତ…

ଭୁବନେଶ୍ବରରୁ ଆଉ ୩୮ ପଜିଟିଭ୍ : କ୍ୱାରେଣ୍ଟାଇନ୍‌ରୁ ୨୬ ଓ ଲୋକାଲ କଣ୍ଟାକ୍ଟରୁ ୧୨ଟି କେସ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୩୮ କରୋନା ପଜିଟିଭ୍‌ ଚିହ୍ନଟ । କ୍ୱାରେଣ୍ଟାଇନ୍‌ରୁ ୨୬ ଓ ଲୋକାଲ କଣ୍ଟାକ୍ଟ ୧୨ଟି କେସ୍‌ ଚିହ୍ନଟ ହୋଇଛି। ଲୋକାଲ କଣ୍ଟାକ୍ଟ ମଧ୍ୟରୁ ଚିହ୍ନଟଙ୍କ ଭିତରୁ କଳିଙ୍ଗ ବିହାରରୁ ଜଣେ, ପୋଖରୀପୁଟ୍‌ରୁ ଜଣେ, ଚନ୍ଦ୍ରଶେଖରପୁର ବିଡିଏ କଲୋନୀରୁ ୨ ଜଣ, ଗଙ୍ଗନଗରରୁ ୩…

ରାଜ୍ଯରେ ଆଉ ୨୦୬ କରୋନା ପଜିଟିଭ୍ ଚିହ୍ନଟ, ମାଲକାନଗିରିରେ ସର୍ବାଧିକ ୩୬ଜଣ ସଂକ୍ରମିତ

ଭୁବନେଶ୍ବର: ରାଜ୍ୟରେ ଆଉ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ । ୨୦୬ ମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୧୯୨, ଲୋକାଲ୍ କଣ୍ଟାକ୍ଟ ୧୪ଜଣ ଚିହ୍ନଟ ହୋଇଥିବା ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୦୬୫ରେ ପହଞ୍ଚିଛି। ତେବେ…

ରାଜ୍ୟରେ ଆଉ ୧୭୦ କରୋନା ପଜିଟିଭ ଚିହ୍ନଟ, ୬୩୫୦ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର: ରାଜ୍ୟରେ ଆଉ ୧୭୦ କରୋନା ପଜିଟିଭ ଚିହ୍ନଟ। ଏହାକୁ ମିଶାଇ ରାଜ୍ଯରେ ୬୩୫୦ ଛୁଇଁଲା ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା। ଏହି ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪୩ ଜଣ ଓ ଲୋକାଲ କେସ୍ ୨୭ ଜଣ। ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।…

ଗଞ୍ଜାମରେ ପୁଣି ୭୬ କରୋନା ପଜିଟିଭ୍ ଚିହ୍ନଟ‌, ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୩୧କୁ ବୃଦ୍ଧି

ଗଞ୍ଜାମ: ଗଞ୍ଜାମ ଜିଲ୍ଲାରେ ପୁଣି ୭୬ କରୋନା ପଜିଟିଭ୍ ଚିହ୍ନଟ‌ । ଗତ ୨୪ ଘଣ୍ଟାରେ ଏମାନେ ସଂକ୍ରମିତ ହୋଇଥିବା ନେଇ ଟ୍ଵିଟ୍‌ କରି ସୂଚନା ଦେଇଛନ୍ତି ଗଞ୍ଜାମ ଜିଲ୍ଲାପାଳ । ତେବେ ଏହାକୁ ମିଶାଇ ଜିଲ୍ଲାରେ ମୋଟ୍ ସଂକ୍ରମିତଙ୍କ ସଂଖ୍ୟା ୧୦୩୧କୁ ବୃଦ୍ଧି ପାଇଛି । ନୂଆ ସଂକ୍ରମିତଙ୍କ ଭିତରେ ୧୪…