Browsing Tag

prabashi bharatiya divas

ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ମହାକୁମ୍ଭ, ଯୁବ ସମାବେଶରୁ ଆରମ୍ଭ ହେଲା ସମ୍ମିଳନୀ

ଭୁବନେଶ୍ବର : ଭୁବନେଶ୍ବର ଜନତା ମଇଦାନରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ମହାକୁମ୍ଭ । ଯୁବ ସମାବେଶରୁ ଆରମ୍ଭ ହେଲା ୩ ଦିନିଆ ସମ୍ମିଳନୀ । ଏଥିରେ ଦେଖିବାକୁ ମିଳିଛି ଓଡିଶାର କଳା, ଐତିହ୍ୟ ଏବଂ ସଂସ୍କୃତି । ଓଡ଼ିଆ ବ୍ୟାଞ୍ଜନର ମହକ ମହକିଛି ଜନତା ମଇଦାନ । ପ୍ରବାସୀ ଭାରତୀୟଙ୍କୁ ପରସା ଯାଉଛି…

ପ୍ରବାସୀ ଭାରତୀୟ ଦିବସ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ, ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କଲେ ପୋଲିସ ଡିଜି

ଭୁବନେଶ୍ୱର : ସଜେଇ ହେଉଛି ରାଜଧାନୀ । ଆଉ ଦିନକ ପରେ ଭୁବନେଶ୍ବର ଜନତା ମଇଦାନରେ ତିନିଦିନିଆ ପ୍ରବାସୀ ଭାରତୀୟ ଦିବସର ମେଗା ଇଭେଣ୍ଟ । ଏପର୍ଯ୍ୟନ୍ତ ସାଢ଼େ ୩ ହଜାର ପ୍ରବାସୀ ପଞ୍ଜିକରଣ କରି ସାରିଲେଣି । ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଏହି ସମ୍ମିଳନୀ ମାଧ୍ୟମରେ…

ରାଜଧାନୀରେ ପ୍ରବାସୀ ଭାରତୀୟ ଦିବସ, ସଂପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର : ରାଜଧାନୀରେ ପ୍ରବାସୀ ଭାରତୀୟ ଦିବସ ପାଇଁ ଚୂଡାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି । ପ୍ରସ୍ତୁତି ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅଧ୍ୟକ୍ଷତାରେ ସଂପୂର୍ଣ୍ଣ ପ୍ରସ୍ତୁତିର ସମୀକ୍ଷା ହୋଇଛି । ଜାନୁଆରୀ ୮ ରୁ ୧୦ ତାରିଖ ପର୍ଯ୍ୟନ୍ତ ତିନି ଦିନ ଧରି ଜନତା ମଇଦାନରେ ଅନୁଷ୍ଠିତ ହେବ…